କନ୍ଧମାଳର ବିକାଶ ଓ ଆତ୍ମନିର୍ଭରତା ପାଇଁ ସରକାର ପ୍ରତିବଦ୍ଧ : ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ
କନ୍ଧମାଳ (TKNEWSMEDIA) 19/06/2026 : ଓଡ଼ିଶା ସରକାରଙ୍କ ସଫଳ ଦୁଇ ବର୍ଷ ପୂର୍ତ୍ତି ଅବସରରେ ‘ବିକାଶର ଧାରା, ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏଥିରେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା ଏବଂ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସୂଚନା…
