ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ–୨୦୨୬ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ନିର୍ବାଚନ ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ
କନ୍ଧମାଳ (TKNEWSMEDIA ) 6/08/2026 : ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ (Special Intensive Revision–୨୦୨୬) କାର୍ଯ୍ୟକ୍ରମର ସୁପରିଚାଳନା ଏବଂ ଜିଲ୍ଲାସ୍ତରରେ ଏହାର ଅଗ୍ରଗତିର ସମୀକ୍ଷା ନିମନ୍ତେ ଓଡ଼ିଶା ସରକାରଙ୍କ ଏସ୍.ଟି. ଓ ଏସ୍.ସି. ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ତଥା ନିର୍ବାଚନ ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ, ଆଇ.ଏ.ଏସ. ଆଜି ଫୁଲବାଣୀ ସ୍ଥିତ ସର୍କିଟ୍ ହାଉସରେ ଏକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ଏହି ବୈଠକରେ…
