ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ବ୍ୟବହାର ସମ୍ପର୍କିତ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଯାପିତ
ଫୁଲବାଣୀ (TKNEWSMEDIA) ୦୭.୦୫.୨୦୨୬ : କନ୍ଧମାଳ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ଥ ଓଡ଼ିଆ ଭାଷା ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଦୁଇ ଦିନିଆ ସରକାରୀ କାର୍ଯ୍ୟରେ ଓଡିଆ ଭାଷା ବ୍ୟବହାର ସମ୍ପର୍କିତ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଛି। ମୁଖ୍ୟ ଅତିଥି ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ପ୍ରବୀଣ କୁମାର ବାଣୁଆ ଏବଂ ସମ୍ମାନିତ ଅତିଥି ଫୁଲବାଣୀ ଉପଜିଲ୍ଲାପାଳ ଶ୍ରୀ ଭିକାରୀ…
