ବିରିଗାଁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
କନ୍ଧମାଳ ( TKNEWSMEDIA ) 18/12/2025 : କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକର ବିରିଗାଁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦୁର୍ଗା ମାଧବ ସାହୁଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି l ମୁଖ୍ୟ ଅତିଥି କନ୍ଧମାଳ ଜିଲ୍ଲା ସହରାଞ୍ଚଳ ବିକାଶ ପ୍ରକଳ୍ପ ଅଧିକାରୀ ପ୍ରବୀଣ କୁମାର ବାଣୁଆ ଯୋଗଦେଇ ଛାତ୍ର ଛାତ୍ରୀ ଭଲ ମଣିଷ ହେଲେ ଭଲ ସମାଜଟିଏ ତିଆରି ହୋଇପାରିବ ବୋଲି ବକ୍ତବ୍ୟ ରଖିଥିଲେ l ମୁଖ୍ୟ ବକ୍ତା ଟିକାବାଲି କଲେଜ…
