ଖରାଦିନେ ଲେମ୍ବୁ ପାଣି ପିଉଛନ୍ତି କି? ଏହାର କ୍ଷତି ବିଷୟରେ ଜାଣନ୍ତୁ

ଖରାଦିନେ ଲେମ୍ବୁ ପାଣି ପିଉଛନ୍ତି କି? ଏହାର କ୍ଷତି ବିଷୟରେ ଜାଣନ୍ତୁ

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ, ଫୋଲେଟ, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା କ୍ୟାଲସିୟମ ଅକ୍ସାଲେଟ କିଡନୀ ଷ୍ଟୋନ ସମସ୍ୟା ଦୂର କରିଥାଏ। ତେଣୁ ସକାଳେ ଏଥିରୁ ଅଧାଗ୍ଲାସ ପିଇଲେ ବହୁ ଫାଇଦା ମିଳେ। ଏଗୁଡିକ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ବୋଲି ବିବେଚନା କରାଯାଏ । ଲେମ୍ବୁରେ ଭିଟାମିନ୍ ଏବଂ ମିନେରାଲ୍ସ ପରି ଅନେକ ପୋଷକ ତତ୍ତ୍ୱ ରହିଥାଏ । ଯାହା ରୋଗ…