ଲାଇନପଡା କୁଇଦିନା ଇନ୍ଦିରା ଗାନ୍ଧୀ ସ୍ମାରକୀ ସ୍ନାତକ ମହାବିଦ୍ୟାଳୟ ରେ ସାତ ଦିନିଆ ଶୀତ କାଳୀନ ସ୍ୱତନ୍ତ୍ର ସେବା ଶିବିର
ଲାଇନପଡା (TKNEWSMEDIA ) 27/12/2025 : କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକ ର ଲାଇନପଡା କୁଇଦିନା ଇନ୍ଦିରା ଗାନ୍ଧୀ ସ୍ମାରକୀ ସ୍ନାତକ ମହାବିଦ୍ୟାଳୟ ରେ ସାତ ଦିନିଆ ଶୀତ କାଳୀନ ସ୍ୱତନ୍ତ୍ର ସେବା ଶିବିର, ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ 25 ତାରିଖରେ ଉଦଘାଟିତ ହୋଇଛି l ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ପୋଷ୍ୟ ଗ୍ରାମ ପିପଳ ସାହିର ଅଙ୍ଗନୱାଡି କେନ୍ଦ୍ର ଏବଂ ମା ଠାକୁରାଣୀ ମନ୍ଦିର ର ଚତୁଃର୍ପାଶ୍ଵରେ ସ୍ବେଛାସେବୀ ମାନେ ସଫେଇ କାର୍ଯ୍ୟ…
ଓଡିଶା ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଉତ୍ସବ 2025 ଉଦଯାପିତ l
ଟିକାବାଲି (TKNEWSMEDIA) : 21/12/2025 : କନ୍ଧମାଳ ଜିଲ୍ଲାର ଟିକାବାଲି ବ୍ଲକର ଓଡିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବକୁ ଟିକାବାଲି ବ୍ଲକ ଅଧ୍ୟକ୍ଷ ଦିଲୀପ କହଁର ଉଦଘାଟନ କରିଥିଲେ, ମୁଖ୍ୟ ଅତିଥି ବିଡ଼ିଓ ବିଷ୍ଣୁ ଗୋବିନ୍ଦ ଯୋଗଦେଇ ବିଦ୍ୟାଳୟର ବିଭିନ୍ନ ଦାବି ଗୁଡିକ ପୂରଣ କରିବା ପାଇଁ ପ୍ରତିଶୃତି ପ୍ରଦାନ କରିଥିଲେ l ଉଦଯାପନୀ ଦିବସରେ ଅଧ୍ୟକ୍ଷା ସାଲିନୀ ପଟ୍ଟନାୟକ ସଭାପତିତ୍ୱ କରିଥିଲେ l ମୁଖ୍ୟଅତିଥି ଟିକାବାଲି କଲେଜ ଅଧ୍ୟକ୍ଷ ପ୍ରଫେସର ଦୀନବନ୍ଧୁ ମହାନ୍ତି କ୍ରୀଡାର ମହତ୍ୱ…
ବିରିଗାଁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
କନ୍ଧମାଳ ( TKNEWSMEDIA ) 18/12/2025 : କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକର ବିରିଗାଁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦୁର୍ଗା ମାଧବ ସାହୁଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି l ମୁଖ୍ୟ ଅତିଥି କନ୍ଧମାଳ ଜିଲ୍ଲା ସହରାଞ୍ଚଳ ବିକାଶ ପ୍ରକଳ୍ପ ଅଧିକାରୀ ପ୍ରବୀଣ କୁମାର ବାଣୁଆ ଯୋଗଦେଇ ଛାତ୍ର ଛାତ୍ରୀ ଭଲ ମଣିଷ ହେଲେ ଭଲ ସମାଜଟିଏ ତିଆରି ହୋଇପାରିବ ବୋଲି ବକ୍ତବ୍ୟ ରଖିଥିଲେ l ମୁଖ୍ୟ ବକ୍ତା ଟିକାବାଲି କଲେଜ…
ଫୁଲବାଣୀରେ ଜିଲ୍ଲା ସ୍ତରୀୟ ଶାନ୍ତି କମିଟି ବୈଠକ
ଫୁଲବାଣୀ ( TKNEWSMEDIA) 10/12/2025 : ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ବେଦଭୂଷଣଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ବଡଦିନ ଓ ଇଂରାଜୀ ନବବର୍ଷ ସମୟରେ ଜିଲ୍ଲାରେ ଶାନ୍ତି, ସଦଭାବ ଓ ଶୃଙ୍ଖଳା ରକ୍ଷା ନିମନ୍ତେ ବିଭିନ୍ନ ପ୍ରସ୍ତୁତି ଓ ପଦକ୍ଷେପ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା।ବୈଠକରେ ବିଭିନ୍ନ ଧାର୍ମିକ ସଂଗଠନମାନଙ୍କ ପ୍ରତିନିଧିମାନେ ବଡଦିନ ପାଳନ ସମୟରେ ହେଉଥିବା ସମସ୍ୟା ଓ ଆବଶ୍ୟକ ସୁବିଧା ବିଷୟରେ ଜିଲ୍ଲାପାଳଙ୍କୁ ଅବଗତ…
ଗୋ ସେବାର ସ୍ୱତନ୍ତ୍ର ଉଦାହରଣ ସୃଷ୍ଟି କଲେ ଯୁବ ଇଞ୍ଜିନିୟର ମନମୋହନ
କଟକ ( TKNEWSMEDIA ) : କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲି ବ୍ଲକର ଓଡ଼ଖଣ୍ଡ ଗ୍ରାମର ଯୁବ ଇଞ୍ଜିନିୟର ମନମୋହନ ସେଠୀ ଗୋସେବା କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ବର୍ତ୍ତମାନ ସମୟରେ ଯେଉଁଠି ଗୋସେବା ଓ ସୁରକ୍ଷାରେ ଯେଉଁଭଳି ସମସ୍ୟା ଦେଖା ଦେଇଛି। ସେଠି ଦୀର୍ଘ ୨୬ ବର୍ଷ ଧରି ଗୋଟେ ଗାଈକୁ ନିଜ ଘରେ ପାଳନ କରି ତାର ଶେଷ ସମୟ ପର୍ଯ୍ୟନ୍ତ ତାକୁ ନିଜ ଘରେ ରଖିଥିଲେ। କିଛି ଦିନ ପୂର୍ବରୁ ଗୋମାତାର ଦେହାନ୍ତ ହୋଇଥିଲେ…
ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର
ଫୁଲବାଣୀ (TKNEWSMEDIA) 05/12/2025 : କନ୍ଧମାଳ ଜିଲ୍ଲା ପରିଷଦର ସମ୍ମିଳନୀ କକ୍ଷରେ ଆର୍ଥିକ କ୍ଷେତ୍ରରେ ଦାବି କରାଯାଇନଥିବା ସମ୍ପତ୍ତିର ଦକ୍ଷ ଏବଂ ଶିଘ୍ର ବିନିଯୋଗକୁ ସହଜ କରିବା ପାଇଁ ଦାବିହୀନ ଜମାରାଶି ସୁରକ୍ଷା ସଚେତନତା ଶିବିର ଆୟୋଜିତ ହୋଇଛି । ଏହାର ଶୀର୍ଷକ ଥିଲା “ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର’’ । ଉକ୍ତ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲାପାଳ ଶ୍ରୀ ବେଦଭୂଷଣ ମୁଖ୍ୟ ଅତିଥି ଯୋଗ ଦେଇ ୧୧ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା…
