ବିଶ୍ୱ ମ୍ୟାଲେରିଆ ଦିବସ 2025 ପାଳିତ
ଫୁଲବାଣୀ (TKNEWSMEDIA ) 25/04/2025 : କନ୍ଧମାଳ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜିଲ୍ଲା ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମର ମିଳିତ ସହଯୋଗରେ ସ୍ଥାନୀୟ ଜି ଏନ ଏମ ସମ୍ମିଳନୀ କକ୍ଷରେ ବିଶ୍ଵ ମ୍ୟାଲେରିଆ ଦିବସ ୨୦୨୫ ପାଳନ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସନ୍ତୋଷ କୁମାର ପାଢ଼ୀଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ସ୍କ୍ରିନିଂ କରି ପଜିଟିଭ୍ ଚିହ୍ନଟ ବ୍ୟକ୍ତିମାନଙ୍କୁ…
