ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’ : ଚାଷୀ ଓ ମାଟିର ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟର ରୋଡମ୍ୟାପ୍
ଭୁବନେଶ୍ୱର (TKNEWSMEDIA ) 19/05/2026 : ପୂର୍ବ ଭାରତର କୃଷି ବିକାଶ ଓ କୃଷକଙ୍କ କଲ୍ୟାଣ ପାଇଁ ଭୁବନେଶ୍ୱରଠାରେ ଆଜି ‘ପୂର୍ବାଞ୍ଚଳ କ୍ଷେତ୍ରୀୟ କୃଷି ସମ୍ମିଳନୀ -୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା, ବିହାର, ଛତିଶଗଡ଼, ଝାରଖଣ୍ଡ ଓ ପଶ୍ଚିମବଙ୍ଗ ଆଦି ୫ଟି ରାଜ୍ୟର କୃଷି ବିକାଶ ପାଇଁ ପ୍ରସ୍ତୁତ ହେବ ରୋଡ ମ୍ୟାପ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବ ଭାରତରେ କୃଷିର ଭବିଷ୍ୟତ ଓ ଚାଷୀଙ୍କ ସାମାଜିକ-ଆର୍ଥିକ ଉନ୍ନତି ପାଇଁ…
